ହିଟଓ୍ବେଭକୁ ନେଇ ଉଚ୍ଚ ଶିକ୍ଷା ବିଭାଗର ଚିଠି: ସମସ୍ତ ଡିଗ୍ରୀ କଲେଜ, ବିଶ୍ବବିଦ୍ୟାଳୟ
·1 year ago

ଧୀରେ ଧୀରେ ଖରାର ମାତ୍ରା ବଢ଼ିବାରେ ଲାଗିଛି। ଖରାକୁ ନେଇ ଏସଓପି ଜାରି ହେଲା। ତାତି ଆକଳନ କରି ଆଗୁଆ ସତର୍କ କରାଇଲା ଉଚ୍ଚ ଶିକ୍ଷା ବିଭାଗ । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। କିପରି ହିଟୱେଭକୁ ସାମ୍ନା କରିବେ ସେନେଇ ସୂଚନା ଜାରି ହୋଇଛି।
ପାଠପଢ଼ା ଓ ପରୀକ୍ଷା ଆଦିକୁ ସକାଳୁଆ କରିବାକୁ ପରାମର୍ଶ ଦିଆଯାଇଛି। ଅପରାହ୍ନରେ ଆଉଟଡୋର କାର୍ଯ୍ୟକଳାପ ପାଇଁ ବାରଣ କରାଯାଇଛି। ପିଇବା ପାଣି, ଓଆରଏସ ଆଦି ମହଜୁଦ ରଖିବାକୁ ଚିଠିଲେ ଉଲ୍ଲେଖ ଲେଖାଯାଇଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: