Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପିରେ ସାମିଲ ହେଲେ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ

Swayangprajna Mishra
Browse all articles by Swayangprajna Mishra
·2 years ago
ବିଜେପିରେ ସାମିଲ ହେଲେ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ

ଧର୍ମଶାଳା : ଧର୍ମଶାଳା ସ୍ୱାଧୀନ ବିଧାୟକ ହିମାଂଶୁ ସାହୁଙ୍କ ଘର ବାହୁଡା଼ । ରାଜ୍ୟ କାର୍ଯ୍ୟାଳୟରେ ହିମାଂଶୁ ସାହୁ । ବିଜେପିରେ ସାମିଲ ହେଲେ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ସାହୁ ।  ଗତକାଲି ସେ ବିଜୟୀ ହେବା ପରେ ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେ । ନିର୍ବାଚନ କିଛି ମାସ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ହିମାଂଶୁ । ତାଙ୍କୁ ଟିକେଟ ନମିଳିବାରୁ ସ୍ୱାଧୀନା ଭାବେ ଲଢ଼ିଥିଲେ ।  

ଅଧିକ ପଢନ୍ତୁ ଓଡିଶା ଖବର 

ତେଣୁ ଦଳ ତାଙ୍କୁ ନିଲମ୍ବନ କରିଥିଲା । ତେବେ ସ୍ୱାଧୀନ ଭାବେ ଲଢ଼ି ବିଜେଡିର ହେଭିୱେଟ ପ୍ରଣବ ବଳବନ୍ତରାୟଙ୍କୁ 4150 ଭୋଟରେ ହରେଇଛନ୍ତି ହିମାଂଶୁ ।  ଆଗକୁ ଦଳ ଭିତରେ ରହି ସେ କାମ କରିବେ ବୋଲି କହିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Himanshu, who won as an independent from Dharmasala, joined the BJP | Argus News