ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ : ଟିକେଟ କଟିବାରୁ ଅସନ୍ତୁଷ୍ଟ ଥିଲେ
·2 years ago

ଅର୍ଗସ ବ୍ୟୁରୋ: ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଟିକେଟ ନ ମିଳିବାରୁ ସେ ଦଳ ଛାଡିଛନ୍ତି। ବିଜେଡି ସୁପ୍ରିମୋଙ୍କ ଲେଖିଥିବା ଇସ୍ତଫା ପତ୍ରରେ ସୀମାରାଣୀ ଲେଖିଛନ୍ତି, ୧୦ ବର୍ଷ ହେଲା ସେ ଲୋକଙ୍କର ସେବା କରିଆସୁଥିଲେ।
ତେବେ ବ୍ୟକ୍ତିଗତ କାରଣରୁ ଦଳରେ ରହିବା ସମ୍ଭବ ନୁହେଁ ବୋଲି ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ସୀମାରାଣୀ। ସୀମାରାଣୀଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ସେ ବିଜେଡି ଛାଡିଛନ୍ତି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: