Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଜେଲରୁ ମୁକୁଳିଲେ ହନି ଟ୍ରାପ୍‌ କୁଇନ୍‌ ଅର୍ଚ୍ଚନା ନାଗ

Banajyotshna Ray
Browse all articles by Banajyotshna Ray
·2 years ago
ଜେଲରୁ ମୁକୁଳିଲେ ହନି ଟ୍ରାପ୍‌ କୁଇନ୍‌ ଅର୍ଚ୍ଚନା ନାଗ

ଅର୍ଗସ ବ୍ୟୁରୋ: ବହୁ ଚର୍ଚ୍ଚିତ ହନି ଟ୍ରାପ୍‌ ମାମଲା । ଜେଲରୁ ମୁକୁଳିଲେ ହନି ଟ୍ରାପ୍‌ କୁଇନ୍‌ ଅର୍ଚ୍ଚନା ନାଗ । ୧୪ ମାସ ପରେ ଭୁବନେଶ୍ବର ଝାରପଡ଼ା ଜେଲ୍‌ ରୁ ମୁକୁଳିଛନ୍ତି ଅର୍ଚ୍ଚନା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଛି ସର୍ତ୍ତ ମୂଳକ ଜାମିନ । ତେବେ ଜେଲରୁ ବାହାରିବା ପରେ କୋର୍ଟଙ୍କ ଦ୍ବାରସ୍ଥ ହେବି କହିଲେ ଅର୍ଚ୍ଚନା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Honey Trap Queen Archana Nag released from jail | Argus News