ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
·2 years ago

ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର ଓ ରେକର୍ଡପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି । କିନ୍ତୁ ସୌଭାଗ୍ୟକୁ ଏହି ଅଘଟଣରୁ କର୍ମଚାରୀ ବର୍ତ୍ତିଯାଇଛନ୍ତି ।
ଅଗ୍ନିକାଣ୍ଡର କାରଣ ସର୍ଟସର୍କିଟ୍ ବୋଲି ଅନୁମାନ କରାଯାଉଛି । ଚାହୁଁ ଚାହୁଁ ନିଆଁ ବ୍ୟାପିଯାଇଥିଲା । ଖବର ପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା । କାର୍ଯ୍ୟାଳୟ ଏସି, କମ୍ପ୍ୟୁଟର ସମେତ ବହୁ ଆସବାବପତ୍ର ସମେତ ଅଫିସ ଫାଇଲ ପତ୍ର ଜଳିଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: