Videos
|
Odisha

ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

Ritu Das
Browse all articles by Ritu Das
·1 year ago
ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ  ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜନ ପ୍ରତିନିଧି। ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲା BJP ର ଯୁବ ନେତାଙ୍କ ସହ ସ୍ଥାନୀୟ ନେତୃମଣ୍ଡଳୀ। 

IMD ର ଆକଳନ ଅନୁସାରେ ଧାମରା ଠୁ ଭିତର କନିକା ଭିତର ବାତ୍ୟା ଦାନା ଲ୍ୟାଣ୍ଡ ଫଲ୍ କରୁଥିବା ବେଳେ ଏହାର ଗୁରୁତ୍ଵକୁ ଆଖି ଆଗରେ ରଖି ଏହି ବୈଠକ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀ ଅଧ୍ୟକ୍ଷତାରେ ଆୟୋଜିତ ହେଇ ସମସ୍ତ ଶେଷ ପ୍ରସ୍ତୁତି ଓ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିବା ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Important meeting | Argus News