Videos
|
Odisha

ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

Banajyotshna Ray
Browse all articles by Banajyotshna Ray
·2 years ago
ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ:  ଦିଲ୍ଲୀରେ ଆଗାମୀ ଲୋକସଭା ନିର୍ବାଚନ ପାଇଁ ବୈଠକ ଚାଲିଛି । ରାଜ୍ୟ ବିଜେପିର ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ବାସ ଭବନରେ ବୈଠକ ଚାଲିଛି। ବୈଠକରେ ଅନେକ ଗୁରୁତ୍ୱପୂର୍ଣ ବିଷୟରେ ଆଲୋଚନା ହୋଇପାରେ। ବୈଠକରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସାମିଲ ଅଛନ୍ତି। ନିର୍ବାଚନ ପ୍ରସ୍ତୁତି ପାଇଁ ବୈଠକ ଚାଲିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Important meeting of BJP in Delhi | Argus News