Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ: ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ବୈଠକ । ସମସ୍ତ ଆସନ ପାଇଁ ଆଲୋଚନା ସହ ସବୁ ସିଟ ପାଇଁ ତନ୍ନ ତନ୍ନ କରି ପରୀକ୍ଷା ନିରୀକ୍ଷା କରାଯିବ । ସବିଶେଷ ରିପୋର୍ଟ କେନ୍ଦ୍ରୀୟ କମିଟି ସଂସଦୀୟ ବୋର୍ଡକୁ ଦିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Important meeting of Odisha BJP Election Committee today | Argus News