Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ

Banajyotshna Ray
Browse all articles by Banajyotshna Ray
·1 year ago
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ

ଅର୍ଗସ ବ୍ୟୁରୋ:  ଆଉ କିଛି ସମୟ ପରେ ରାଜ୍ୟ ମନ୍ତ୍ରୀପରିଷଦର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ତୃତୀୟ ମହଲାରେ ଏହି ବୈଠକ ହେବ । ଏଥିରେ ପ୍ରସ୍ତାବିତ ବଜେଟ୍ ଉପରେ ମୋହର ଲାଗିପାରେ । ୨୨ରୁ ଆରମ୍ଭ ହେଉଛି ବଜେଟ୍ ଅଧିବେଶନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥ ବିଭାଗର ଦାୟିତ୍ୱରେ ଥିବାରୁ ସେ ବଜେଟ୍ ଉପସ୍ଥାପନ କରିବେ । ଜୁଲାଇ ୨୫ରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Important meeting of the State Council of Ministers today | Argus News