Videos
|
Odisha

ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ

Ritu Das
Browse all articles by Ritu Das
·1 year ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ

ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲେ ମାଓବାଦୀଙ୍କ ଆୟ ବି ହ୍ରାସ ପାଇବ। ଓଡିଶା DGP ଭାବେ ଦାୟିତ୍ଵ ଗ୍ରହଣ ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ କନ୍ଧମାଳ ଗସ୍ତ କରିବା ଅବସରରେ DGP ୱାଇ ବି ଖୁରାନିଆ ଏପରି କହିଛନ୍ତି। 

ଡିଜିପିଙ୍କ ସହିତ ଆଇଜି ଅପରେସନ ଜୟ ନାରାୟଣ ପଙ୍କଜ, ଏସ ଆଇ ଡବ୍ଲ୍ୟୁ ଡିଆଇଜି କନୱର ବିଶାଲ ସିଂ, ଦକ୍ଷିଣାଞ୍ଚଳ ରେଞ୍ଜ୍ ଡିଆଇଜି ସାର୍ଥକ ଷଡଙ୍ଗୀ, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଏସପି ହରିଶ ବିଶି ଜିଲ୍ଲାର ମାଓ ପ୍ରବଣ ଅଞ୍ଚଳ ଓ କ୍ୟାମ୍ପ ଗସ୍ତ କରିଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
in the Mao-affected | Argus News