Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ବରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଭୁବନେଶ୍ବରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ

ଅର୍ଗସ ବ୍ୟୁରୋ : ଭୁବନେଶ୍ବରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ । ଦିନ ୧ଟା ପରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି ।

ଅଧିକ ପଢନ୍ତୁ : ଆଜିଠୁ ଡିଜିପି ସମ୍ମିଳନୀ , ଓଡିଶା ଆସିବେ ମୋଦି ଶାହ

ଆଜିଠାରୁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ । ଓଡ଼ିଶା ଆସିବେ ପିଏମ୍ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ମୋଦିଙ୍କ ଗସ୍ତ ପାଇଁ ରାଜଧାନୀ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ସାଂସଦ,  ବିଧାୟକ ଓ ନେତାଙ୍କୁ ସରକାର ଓ ସଂଗଠନର ମନ୍ତ୍ର  ଦେବେ ଭାରତୀୟ ରାଜନୀତିର ଦୁଇ ସଫଳ ଯୋଡ଼ି ମୋଦି ଓ ଶାହ । ଶୁକ୍ରବାର ଅପରାହ୍ନରୁ ନେଇ ରବିବାର ସଂଧ୍ୟା ଯାଏଁ ତିନି ଦିନ ଭୁବନେଶ୍ବରରେ ରହିବେ ମୋଦି ଓ ଶାହ । ମଧ୍ୟାହ୍ନରେ ପହଞ୍ଚିବେ ଗୃହମନ୍ତ୍ରୀ ଅମିତ ଶାହା । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
In Bhubaneswar, school will continue till 1 am today | Argus News