Videos
|
Odisha

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ 

Manini Pattanayak
Browse all articles by Manini Pattanayak
·1 year ago
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ 

ଭୁବନେଶ୍ୱର:  ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ। ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ  କେନ୍ଦ୍ରୀଭୂତ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । 

ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  କାଲିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି।  ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ ତେଣୁ ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
In the next 24 hours, there will be precipitation | Argus News