|
logo
Live

Argus News - ପୁଅ-ବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ବୋହୂଙ୍କ ମୃତ୍ୟୁ

Odisha

ପୁଅ-ବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ବୋହୂଙ୍କ ମୃତ୍ୟୁ

Banajyotshna Ray
Browse all articles by Banajyotshna Ray
·1 year ago
ପୁଅ-ବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ବୋହୂଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ:  ପୁଅ-ବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା । କଟକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂଙ୍କ ମୃତ୍ୟୁ । ଏବେବି ଆଇସିୟୁରେ ଚିକିତ୍ସିତ ହେଉଛି ପୁଅ । ପୁଅ-ବୋହୂଙ୍କୁ ନୃଶଂସ ବାପା ଜାଳିଦେଇଥିବା ଅଭିଯୋଗ । ଅଭିଯୁକ୍ତ ବୃଦ୍ଧ ବାପା ଗୋବର୍ଦ୍ଧନ ରାଉତକୁ ଅଟକ ରଖିଛି ପୋଲିସ । ତେବେ ବାରଙ୍ଗ ଥାନା ଗୋଡିସାହି ବାରସିଂଗା ଗାଁରେ ପାରିବାରିକ କଳହର କରୁଣ ପରିଣତି। ସ୍ବାମୀ ଦୀନବନ୍ଧୁ ରାଉତ ଓ ସ୍ତ୍ରୀ ନିଆଁରେ ଜଳୁଥିବା ବେଳେ ଉଦ୍ଧାର କରିଥିଲେ ଗାଁ ଲୋକେ। ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲ ଓ ପରେ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ସ୍ତ୍ରୀ ସସ୍ମିତା ରାଉତଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ପୁଅ-ବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ବୋହୂଙ୍କ ମୃତ୍ୟୁ | Argus News