Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭାରତ Vs ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ; ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago
ଭାରତ Vs ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ; ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ

Key Points

ବାରବାଟୀ ଷ୍ଟାଡିୟମରେ ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍

ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅର୍ଗସ ବ୍ୟୁରୋ: ବାରବାଟୀରେ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ । ଭାରତ Vs ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ପ୍ରଥମ ଟିକେଟ୍ କିଣିଛନ୍ତି ମୋହନ ମାଝୀ । ଆସନ୍ତା ଫେବୃୟାରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବାକୁ ଥିବା ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ଓସିଏର ସଭାପତି ଓ ସମ୍ପାଦକ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରିତ କରିଛନ୍ତି । ଏତିକି ବେଳେ ମ୍ୟାଚ୍ ପାଇଁ ଓସିଏରୁ ପ୍ରଥମ ଟିକେଟ୍ କିଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
India Vs England ODI cricket match; Chief Minister-mohan-mjahi buys first ticket | Argus News