Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ: ଧର୍ମେନ୍ଦ୍ର ପ୍ରଧାନ

Odisha

ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ: ଧର୍ମେନ୍ଦ୍ର ପ୍ରଧାନ

Manini Pattanayak
Browse all articles by Manini Pattanayak
·2 years ago·1 min read
ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ‘ତୃତୀୟ ଅଡିଟ୍ ଦିବସ ସମାରୋହ’ ଅବସରରେ ସିଏଜି ଶ୍ରୀ ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ସମ୍ମାନିତ କରୁଥିବାର ଏକ ଫଟୋ ସେୟାର୍ କରି ଖୁସି ପ୍ରକାଶ କରିଛନ୍ତି ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— Dharmendra Pradhan (@dpradhanbjp) November 17, 2023

 ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ଦୁଇ ଜଣ ସୁଯୋଗ୍ୟ ସନ୍ତାନ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ଭାରତର ସିଏଜି ଶ୍ରୀ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ପାଇଁ ଓଡ଼ିଆ ଭାବେ ଆମେ ଗର୍ବିତ । ଏହା ଆମର ଗଣତନ୍ତ୍ର, ଜନଜାତି ଓ ବଞ୍ଚିତ ବର୍ଗଙ୍କ ପାଇଁ ବଡ଼ ସମ୍ମାନ । ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Sponsored
It is a great honor for our democracy, tribals and the underprivileged : dharmendra pradhan | Argus News