Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲି ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ

Rashmita Mishra
Browse all articles by Rashmita Mishra
·10 months ago·1 min read
ଆସନ୍ତାକାଲି ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ

Key Points

ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ ।

ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


ଅଧିକ ପଢନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Jaga Darshan to Remain Closed Tomorrow from 5 PM to 10 PM – Argus News | Argus News