Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ

Odisha

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ

Ritu Das
Browse all articles by Ritu Das
·12 months ago
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗନ୍ନାଥ ଦର୍ଶନ

Key Points

ଆଜି ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି

ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଯୋଗୁଁ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ । ୨୮ ତାରିଖ ବୁଧବାର ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ `ବନକଲାଗି' ନୀତି ଅନୁଷ୍ଠିତ ହେବ ।


ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଦର୍ଶନ ବନ୍ଦ ରହିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
jagannath-darshan-will-be-closed-for-4-hours-at-the-temple-today | Argus News