Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା

Banajyotshna Ray
Browse all articles by Banajyotshna Ray
·1 year ago
ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା

ଅର୍ଗସ ବ୍ୟୁରୋ:  ସରିଛି ଦୁର୍ଗା ପୂଜା ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା ଦୁର୍ଗା । କଟକରେ  170 ରୁ ଉର୍ଦ୍ଧ୍ବ ମେଢ଼ ଆଜି ବିସର୍ଜନ ହେବେ । ସେଥିପାଇଁ ଦେବା ଗଡାରେ ସମସ୍ତ ବେବସ୍ଥା କରାଯାଇଛି। ତେବେ ମାଆଙ୍କ ବିସର୍ଜନ ପାଇଁ କଟକ ମହାନଗର ନିଗମ ପକ୍ଷରୁ ଦେବୀଗଡାରେ 3ଟି ଅସ୍ଥାୟୀ ପୋଖରୀ ନିର୍ମାଣ ହୋଇଛି। ଯେଉଟି ମାଆଙ୍କୁ ବିସର୍ଜନ କରାଯିବ । ଏହାଛଡ଼ା ପରିମଳ ଦୃଷ୍ଟିକୋଣରୁ ସବୁ ଯୋଜନା ହାତକୁ ମଧ୍ୟ ନିଆଯାଇଥିବା କହିଛନ୍ତି ମେୟର। ରାସ୍ତା ଘାଟଠାରୁ ଆରମ୍ଭ କରି ପରିମଳ, ଦେବୀଗଡା ସଫେଇ ଅଲୋକି କରଣ ବ୍ୟବସ୍ଥା ହୋଇଛି। ସେପଟେ ଭାଷଣୀ ଶୋଭାଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ସରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ଶୋଭାଯାତ୍ର ବେଳେ  70 ପ୍ଲାଟୁନ ପୋଲିସ ଫୋର୍ସ ସହ 35 ଟି ଏଡ ପୋଷ୍ଟ କରଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Jagat Janani Maa' Durga will going | Argus News