Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବ୍ରିଜ ତଳକୁ ଖସିଲା ବସ୍ : ୪ ମୃତ, ଅନେକ ଆହତ

Odisha

ବ୍ରିଜ ତଳକୁ ଖସିଲା ବସ୍ : ୪ ମୃତ, ଅନେକ ଆହତ

Jitendra Dash
Browse all articles by Jitendra Dash
·2 years ago
ବ୍ରିଜ ତଳକୁ ଖସିଲା ବସ୍ : ୪ ମୃତ, ଅନେକ ଆହତ

ଅର୍ଗସ ବ୍ୟୁରୋ : ବ୍ରିଜ ତଳକୁ ଖସିଲା । ବସଯାଜପୁର କୁଆଖିଆ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ଓଭର ବ୍ରିଜ ତଳକୁ ଖସିପଡିଲା ବସ୍ । ବାରବାଟୀ ପୋଲରେ ଭାରସାମ୍ୟ ହରାଇ ଓଲଟିପଡିଲା ବସ୍ । ଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯିବା ବେଳେ ଏଭଳି ଅଘଟଣ ଘଟିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବସରେ ୫୦ରୁ ୬୦ ଯାତ୍ରୀ ରହିଥିବା ବେଳେ ୪୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଇଛି । କିଛି ଯାତ୍ରୀ ବସ ତଳେ ଚାପି ହୋଇ ରହିଥିବା ସୂଚନା । ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
jaipur bus accident | Argus News