Videos
|
Odisha

ଯାଜପୁର:ବରୁଣ୍ଡେଇ ସ୍ଥିତ ବଙ୍ଗାଳୀ ସାହି ପୂଜା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

Sangram Tripathy
Browse all articles by Sangram Tripathy
·1 year ago
ଯାଜପୁର:ବରୁଣ୍ଡେଇ ସ୍ଥିତ ବଙ୍ଗାଳୀ ସାହି ପୂଜା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

ଅର୍ଗସ ବ୍ୟୁରୋ:ଯାଜପୁର କୋରେଇ ଥାନା ବରୁଣ୍ଡେଇ ସ୍ଥିତ ବଙ୍ଗାଳୀ ସାହି ଦୁର୍ଗା ପୂଜା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏନେଇ କମିଟି ସଦସ୍ୟ ଏବଂ ଗ୍ରାମବାସୀଙ୍କୁ ଜଣାଇବା ସହ କୋରେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ୍ ତନାଘନା ଜାରି ରଖିଛି। ମାଆଙ୍କ ହାର,ମୁକୁଟ, ତ୍ରିଶୂଳ, କାନଫୁଲ, ନାକଫୁଲ ଇତ୍ୟାଦି ସୁନାରୁପା ଗହଣା ପାଖାପାଖି ୧୦ ଲକ୍ଷରୁ ଅଧିକ ଟଙ୍କାର ଗହଣା ଲୁଟ ହୋଇଥିବା ଆକଳନ କରାଯାଉଛି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Jajpur: Gold ornaments worth lakhs of rupees looted from Bengali Sahi Puja Mandap in Burundi | Argus News