Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର

Odisha

୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର

Jitendra Dash
Browse all articles by Jitendra Dash
·2 years ago
୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ  ଜଣେ ଗୁରୁତର

ଅର୍ଗସ ବ୍ୟୁରୋ : ଯାଜପୁର ବରୁହାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ପିଟିଲା ତେଲ ଟ୍ୟାଙ୍କର । ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ପୋଲିସ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
jajpur road accident | Argus News