Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ବିଜେଡି ଛାଡିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

Odisha

ବିଜେଡି ଛାଡିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

Swayangprajna Mishra
Browse all articles by Swayangprajna Mishra
·2 years ago
ବିଜେଡି ଛାଡିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଅର୍ଗସ ବ୍ଯୁରୋ : ବିଜେଡି ଛାଡିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଆସନ୍ତାକାଲି ବିଜେପିରେ ଯୋଗଦେବେ ଅରବିନ୍ଦ ଢାଲି । 

ଅଧିକ ପଢନ୍ତୁ : ଅରବିନ୍ଦ ଢାଲି ଓ ଶଶୀ ବେହେରାଙ୍କ ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Jayadev MLA Arvind Dhali has left BJD | Argus News