Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ଜୁଏଲ ଓରାମ ଭରିଲେ ନାମାଙ୍କନ 

Manini Pattanayak
Browse all articles by Manini Pattanayak
·2 years ago
ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ଜୁଏଲ ଓରାମ ଭରିଲେ ନାମାଙ୍କନ 

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଜୁଏଲ ଓରାମ ଭରିଲେ ନାମାଙ୍କନ । ସୁନ୍ଦରଗଡ଼ ସଦର, ତଳସରା ଓ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ କୁସୁମ ଟେଟେ, ଭବାନୀ ଭୋଇ ଓ ନରସିଂହ ମିଞ୍ଜ ବି ନାମାଙ୍କନ ଦାଖଲ କରିଛନ୍ତି ।

ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ୧୦ ହଜାରରୁ ଉର୍ଦ୍ଧ୍ବ ସମର୍ଥକଙ୍କ ସହ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ । ଏହି କାର୍ଯ୍ୟକ୍ରମରେ ଶ୍ରମ ନିୟୋଜନ ଓ ଜଙ୍ଗଲ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହି କର୍ମକର୍ତ୍ତା ଙ୍କୁ ଉତ୍ସାହିତ କରିଥିଲେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Joel Oram filed nomination for Sundergarh Lok Sabha seat | Argus News