Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - କେନ୍ଦୁଝରରେ JSW ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ

Odisha

କେନ୍ଦୁଝରରେ JSW ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ

Rashmita Mishra
Browse all articles by Rashmita Mishra
·1 year ago
କେନ୍ଦୁଝରରେ JSW ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ

 ଅର୍ଗସ ବ୍ୟୁରୋ: କେନ୍ଦୁଝରରେ JSW ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ । କେନ୍ଦୁଝର ଗସ୍ତ ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀ ଓ ମୁମ୍ବାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ ବେଳେ କଥା ହୋଇଥିଲି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ ଉଭୟ JSW ଓ ପୋସ୍କୋ ସହ ଆଲୋଚନା କରିଥିଲି । ଏହାଭିତରେ ସେମାନେ ମଧ୍ୟ ପରସ୍ପର ମଧ୍ୟରେ ଏମ୍‌ଓୟୁ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ସେମାନେ ପ୍ଲାଣ୍ଟ କରିବେ ବୋଲି ଏମଓୟୁରେ ଉଲ୍ଲେଖ ରହିଛି । ନିଶ୍ଚିତ ଭାବେ ଷ୍ଟିଲ ପ୍ଲାଣ୍ଟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
JSW and POSCO will jointly set up a steel plant in Keonjhar | Argus News