Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

Smruti Parija
Browse all articles by Smruti Parija
·2 years ago
ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

କଟକ:  ଓଡ଼ିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ । ସୁପ୍ରିମକୋର୍ଟ କଲେଜିୟମ ଦେଲେ ନିଯୁକ୍ତି । ଏବେ ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ଜଷ୍ଟିସ ସିଂ । ଗତ ଅକ୍ଟୋବର ୩ ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଶୁବାଶିଷ ତାଳପତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । ସେହିଦିନ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Justice Chakradhari Sharan Singh will be the Chief Judge of the High Court | Argus News