Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବିଜେଡିରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା

Odisha

ବିଜେଡିରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା

Banajyotshna Ray
Browse all articles by Banajyotshna Ray
·1 year ago
ବିଜେଡିରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା

ଅର୍ଗସ ବ୍ୟୁରୋ:  ବିଜେଡିରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା। ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ଦଳ ଛାଡିବା ନେଇ ଭିଡିଓ ବାର୍ତ୍ତାରେ ଦେଲେ ସୂଚନା।
ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫ॥ ସିମୁଳିଆ ଓ ଖଇରାବାସୀଙ୍କ ସେବା ଜାରି ରଖିବି। ବିଜେଡି ସୁପ୍ରିମୋଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Jyoti Prakash panigrahi resignation from BJD | Argus News