ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଉପଜିଲ୍ଲାପାଳ
·1 year ago

ଅର୍ଗସ ବ୍ୟୁରୋ : ଗିରଫ ହେଲେ କାମାକ୍ଷାନଗର ଉପଜିଲ୍ଲାପାଳ । କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ। କାଲି ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକଙ୍କ ଘରେ ରେଡ୍ ହୋଇଥିଲା।
ଅଧିକ ପଢନ୍ତୁ : ଖୋଲୁଛି କୁବେର ବାବୁଙ୍କ ଗୁମର , ଘରୁ ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା ଜବତ
କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ।ରେଡ ବେଳେ ଉପଜିଲ୍ଲାପାଳଙ୍କର ବିପୁଳ ସମ୍ପତ୍ତି ଠାବ ହୋଇଥିଲା।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: