Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପିରେ ମିଶିଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳି ସେଠୀ

Swayangprajna Mishra
Browse all articles by Swayangprajna Mishra
·2 years ago
ବିଜେପିରେ ମିଶିଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳି ସେଠୀ

ଅର୍ଗସ ବ୍ୟୁରୋ  : ବିଜେପିରେ ମିଶିଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳି ସେଠୀ । ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ନିର୍ବଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଉପସ୍ଥିତିରେ ଦଳରେ ସାମିଲ । ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସହିତ ବିଜେଡି ଛାଡିଥିଲେ ଗୀତାଞ୍ଜଳି ।ଏହି ମିଶ୍ରଣ ପର୍ବରେ କଳାହାଣ୍ଡି ଜିଲ୍ଲାର ଶ୍ରମିକ ନେତା ସୁଶିଲ କୁମାର ପଣ୍ଡା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Kendrapada District Council Chairperson Gitanjali Sethi joined BJP | Argus News