Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

  GST କାଉନସିଲ ବୈଠକରେ ଯୋଗ ଦେବେ କେଭି ସିଂହଦେଓ 

Manini Pattanayak
Browse all articles by Manini Pattanayak
·2 years ago
  GST କାଉନସିଲ ବୈଠକରେ ଯୋଗ ଦେବେ କେଭି ସିଂହଦେଓ 

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଆସନ୍ତାକାଲି GST କାଉନସିଲ ବୈଠକରେ ଯୋଗ ଦେବେ । ରାଜ୍ୟରେ ବିଜେପି ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଆସିଛନ୍ତି ଉପ ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବିଭିନ୍ନ ଦାବି ଉପସ୍ଥାପନ କରିବେ ।

ଏହା ସହିତ ରାଷ୍ଟ୍ରପତି, ଉପରାଷ୍ଟ୍ରପତି,  ପ୍ରଧାନମନ୍ତ୍ରୀ, ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାସହିତ GST ବୈଠକ ପୂର୍ବରୁ ଆସନ୍ତାକାଲି ରାଜ୍ୟ ଅର୍ଥ ମନ୍ତ୍ରୀଙ୍କ ସହିତ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଆଲୋଚନା ରହିଛି । ସେଠାରେ ମଧ୍ୟ ସେ ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
KV Singh deo on 4-day visit to Delhi, KV Singh Deo will attend the GST Council meeting tomorrow | Argus News