ଜେଲ୍ ଗଲେ ଲଲ
·1 year ago

ଅର୍ଗସ ବ୍ୟୁରୋ: ବବିଙ୍କ ଭାଇ ଲଲ ଗିରଫ ପରେ ଜେଲ ଗଲେ । ଜେଲ ଗଲେ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ ଓରଫ୍ ଲଲ । SDJMଙ୍କ ହାଜର ପରେ ଜେଲ ଗଲେ । ଗିରଫ ପରେ SDJM ପାଖରେ ହାଜର କରିଥିଲା ପୋଲିସ୍ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: