ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡ଼ିଜି ପାହ୍ୟାକୁ ପଦୋନ୍ନତି
·2 years ago

ଅର୍ଗସ ବ୍ୟୁରୋ : ପୁଣି ଆପିଏସରେ ସ୍ତରରେ ବଡ଼ ଧରଣ ଅଦଳ ବଦଳ । ୧୯୯୨ ବ୍ୟାଚ୍ର ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି । ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସପ୍ନା ତିୱାରୀ । ଲଳିତ ଦାସ ଏବେ ରାଜ୍ୟ ପୁଲିସ୍ର ସ୍ୱତନ୍ତ୍ର ଶାଖା ‘ମାନବାଧିକାର ସୁରକ୍ଷା ସେଲ୍’ (HRPC) ଦାୟିତ୍ୱରେ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
