|
logo
Live

Argus News - ୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ

Odisha

୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ

Manini Pattanayak
Browse all articles by Manini Pattanayak
·2 years ago
୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ

ପୁରୀ:  ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ। ୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ। ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌ ସାମିଲ।  ASI କୋର୍‌ କମିଟି ସଦସ୍ୟ, ଶ୍ରୀମନ୍ଦିର ବୈଷୟିକ ଟିମ୍‌ ଉପସ୍ଥିତ । ରିପୋର୍ଟ ଆସିବା ପରେ ରତ୍ନଭଣ୍ଡାର ପ୍ରସଙ୍ଗରେ ନିଷ୍ପତ୍ତି ନିଆଯିବ । ତେବେ ଏହାକୁ ସରକାର ସମୟ ଗଡାଇବାର ନୂଆ ଚାଲ୍ ବୋଲି ବୁଦ୍ଧିଜୀବୀଙ୍କ ଅଭିଯୋଗ ।

ରତ୍ନଭଣ୍ଡାର ଅସୁରକ୍ଷିତ । ୨୦୧୮ ମସିହାରୁ ଯାଞ୍ଚ ରିପୋର୍ଟରୁ ସ୍ପଷ୍ଟ । ଏକଥା  ସରକାର ବି ଜାଣିଛନ୍ତି । ଏହାସତ୍ତ୍ବେ ଲେଜର ସ୍କାନିଂର ଆବଶ୍ୟକତା ପଡିଲା କାହିଁକି ? । ହାଇକୋର୍ଟଙ୍କ ଚାପ ଯୋଗୁଁ ଏହା ରାଜ୍ୟ ସରକାରଙ୍କ ନୂଆ ଫନ୍ଦି ନୁହେଁ ତ ? ଯଦି ରତ୍ନଭଣ୍ଡାର ମରାମତି ହୁଏ ତାହେଲେ ଗଣତିରେ ଅସୁବିଧା କେଉଁଠି ? । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ | Argus News