Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଧାନସଭା ଭଙ୍ଗ ସୁପାରିସ ପ୍ରସ୍ତାବ କ୍ୟାବିନେଟରେ ପାରିତ

Smruti Parija
Browse all articles by Smruti Parija
·2 years ago
ବିଧାନସଭା ଭଙ୍ଗ ସୁପାରିସ ପ୍ରସ୍ତାବ କ୍ୟାବିନେଟରେ ପାରିତ

ଭୁବନେଶ୍ୱର:  ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସରକାରର ପଞ୍ଚମ ପାଳିର ଶେଷ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି । ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ । ବିଧାନସଭା ଭଙ୍ଗ ସୁପାରିସ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଛି । କ୍ୟାବିନେଟ ନିଷ୍ପତ୍ତି ନିର୍ବାଚନ କମିଶନଙ୍କୁ ଅବଗତ କରାଯିବ । ଜୁନ 24 ପର୍ଯ୍ୟନ୍ତ ରହିଛି ନବୀନ ସରକାରଙ୍କ କାର୍ଯ୍ୟକାଳ । 

 

ଆହୁରି ପଢନ୍ତୁ ରାଜନୀତି ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
last cabinet meeting of the state government | Argus News