Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ 

Manini Pattanayak
Browse all articles by Manini Pattanayak
·1 year ago
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ 

 ଭୁବନେଶ୍ୱର:  ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ମାଆ ସମଲେଶ୍ବରୀଙ୍କ ଦର୍ଶନ ସହ ନବାନ୍ନ ଗ୍ରହଣ କାର୍ଯ୍ୟକ୍ରମ॥ ସାଙ୍ଗରେ ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ॥ ମନ୍ତ୍ରୀ ସୂର୍ଯ୍ୟବଂଶୀ, ସୁରେଶ ପୂଜାରୀ, ରବି ନାଏକ ବି ହେବେ ସାମିଲ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Launch of CM Kisan Yojana in Sambalpur tomorrow | Argus News