Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ବାତିଲ୍

Odisha

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ବାତିଲ୍

Smruti Parija
Browse all articles by Smruti Parija
·1 year ago
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ବାତିଲ୍

ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ଅକ୍ଟୋବର ୨୩-୨୫ ପର୍ଯ୍ୟନ୍ତ ବାତିଲ୍ କରାଯାଇଛି । ଏଥିସହିତ ଆବଶ୍ୟକସ୍ଥଳେ ଜିଲ୍ଲା ପ୍ରଶାସନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ କରିପାରିବେ ‌। 

23 ରୁ 25 ଶିମିଳିପାଳ ବନ୍ଦ ଘୋଷଣା

ସେପଟେ ସମ୍ଭାବ୍ୟ ବାତ୍ୟା ପାଇଁ ଟ୍ରେନ ବାତିଲ ହୋଇଛି । ୮୫ ଅପ୍ ଓ ୯୩ ଟି ଡାଉନ ଟ୍ରେନ ବାତିଲ ହୋଇଛି । ଟ୍ରେନ୍ ବାତିଲ ନେଇ ରେଲଓ୍ୱେ ପକ୍ଷରୁ ସୂଚନା ଦିଆଯାଇଛି । ୨୩, ୨୪, ୨୫ ତାରିଖ ମଧ୍ୟରେ ମୋଟ୍ ୯୩ଟି ଟ୍ରେନ୍ ବାତିଲ -ହାଓ୍ୱଡା-ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲୀ- ଭୁବନେଶ୍ୱର ଟ୍ରେନ୍ ବାତିଲ ଘୋଷଣା ହୋଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
leave of all officers and employees of school and public education department-canceled-amid-cyclone | Argus News