Videos
|
Odisha

ଆଜୀବନ ସଜା ସହ ୧୦ ହଜାର ଟଙ୍କାର ଜରିମାନା

Manini Pattanayak
Browse all articles by Manini Pattanayak
·2 years ago
ଆଜୀବନ ସଜା ସହ ୧୦ ହଜାର ଟଙ୍କାର ଜରିମାନା

 କଟକ:  ବାପା ହତ୍ୟାକାରୀ ପୁଅକୁ ଆଜୀବନ ସଜା। କଟକ ଜିଲ୍ଲା ଦ୍ଵିତୀୟ ଦୌରା ଜଜ କୋର୍ଟ ଦେଲେ ଏହି ସଜା। ଆଜୀବନ ସଜା ସହ ୧୦ ହଜାର ଟଙ୍କାର ଜୋରିମାନା ଦେବା ପାଇଁ ନିର୍ଦ୍ଦେଶ। ଜରିମାନା ଅନାଦେୟ ଅଧିକ ଏକ ବର୍ଷ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ସନ୍ତୋଷ ସାହୁକୁ ଏହି ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଗଷ୍ଟ ୨୦୧୮ ମସିହାରେ ସିଡିଏ ସେକ୍ଟର ୭ ରେ ଘଟିଥିଲା ଏହି ହତ୍ୟାକାଣ୍ଡ ଘଟଣା। ବାପାକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ହତ୍ୟା କରିଥିଲା ପୁଅ। ଏ ନେଇ ମର୍କତନଗର ଥାନାରେ ଏତଲା ଦିଆଯାଇଥିଲା। କୋର୍ଟ ୨୪ ଟି ଡକ୍ୟୁମେଣ୍ଟ ଓ ୨୮ ଜଣ ସାକ୍ଷୀଙ୍କ ଆଧାରରେ ଏହି କାରାଦଣ୍ଡାଦେଶ ସଜା ଶୁଣେଇଛନ୍ତି।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Life imprisonment and a fine of Rs. 10,000 | Argus News