Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା 

Odisha

ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା 

Manini Pattanayak
Browse all articles by Manini Pattanayak
·2 years ago
ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା 

ଭୁବନେଶ୍ୱର:  ରାଜ୍ୟରେ ଶୁଖିଲା ରହିଛି ପାଗ । ଆଜି ପାଗ ଶୁଖିଲା ରହିବ । କିନ୍ତୁ ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ସ୍ଥାନେ ସ୍ଥାନେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଏହାପରେ ଆସନ୍ତା 3 ତାରିଖ ପର୍ଯ୍ୟନ୍ତ ଆଉ କୌଣସି ବର୍ଷା ପାଗ ନାହିଁ ।

ଏହାପରେ 4 ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ପାରଳାଖେମୁଣ୍ଡି ତାପମାତ୍ରା 35.4 ଡିଗ୍ରୀ ସେଲ୍‌ସିୟସ ଥିଲା । ବାକି ସବୁଠି ପାରଦ 35 ଡିଗ୍ରୀ ତଳେ ରହିଥିଲା । ମାଲକାନଗିରି, ଟିଟିଲାଗଡ଼, ଭବାନୀପାଟଣା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ନବରଙ୍ଗପୁର ଦିନ ତାପମାତ୍ରା 34 ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିଥିଲା ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Light rain is likely to occur in 6 districts tomorrow | Argus News