Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦିନିକିଆ ଓଡିଶା ଗସ୍ତରେ ଲୋକସଭା ବାଚସ୍ପତି  ଓମ୍ ବିର୍ଲା

Banajyotshna Ray
Browse all articles by Banajyotshna Ray
·1 year ago
ଦିନିକିଆ ଓଡିଶା ଗସ୍ତରେ ଲୋକସଭା ବାଚସ୍ପତି  ଓମ୍ ବିର୍ଲା

ଅର୍ଗସ ବ୍ୟୁରୋ:  ଦିନିକିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଲୋକସଭା ବାଚସ୍ପତି  ଓମ୍ ବିର୍ଲା । ଆଜି ଏକ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଦ୍ୟାର୍ଥୀମାନଙ୍କ ସହ କରିବେ ଆଲୋଚନା। ଭାରତୀୟ  ଯୁବକଙ୍କ ରାଷ୍ଟ୍ର ଗଠନରେ କଣ ଯୋଗଦାନ ରହିଛି ସେ ନେଇ ଆଲୋଚନା ହେବ । ଏହା ସହ ଭୁବନେଶ୍ୱରରେ କିଛି ଲୋକପ୍ରତିନିଧିଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି  । ଓମ୍‌ ବିର୍ଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Lok Sabha Speaker Om Birla on a day visit to Odisha | Argus News