Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ଅର୍ଗସ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ 4 ଘଣ୍ଟା ଜଗା ଦର୍ଶନ ବନ୍ଦ । ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଦର୍ଶନ ବନ୍ଦ । ଅପରାହ୍ନ 5ଟାରୁ ରାତି 9 ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବାପରେ ଦର୍ଶନ ବନ୍ଦ ରହିବ ।

ଅଧିକ ପଢନ୍ତୁ : ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ବନକଲାଗି ନୀତି ପରେ ସ୍ବାଭାବିକ ହେବ ଦର୍ଶନ । ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored