ନନ୍ଦିଘୋଷରେ ବିଜେହେଲେ ପ୍ରଭୁ ଶ୍ରୀ ଜଗନ୍ନାଥ
·2 years ago

ଅର୍ଗସ ବ୍ୟୁରୋ: ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ । ଧାଡି ପହଣ୍ଡିରେ ଆସି ରଥରେ ବିଜେ କଲେ ମହାପ୍ରଭୁ । ଝୁଲି ଝୁଲି ଆସି ରଥରେ ବିରାଜ କଲେ କାଳିଆ ଠାକୁର । ଘଣ୍ଟ, ଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳି ନାଦରେ ପ୍ରକମ୍ପିତ ହେଲା ପରିବେଶ ।
ରଥାରୂଢହେଲେ ୩ ଠାକୁର । ତାଳଧ୍ୱଜରେ ବଡ ଠାକୁର, ଦର୍ପଦଳନରେ ମା ସୁଭଦ୍ରା ବିଜେ କରିଛନ୍ତି । ରଥାରୂଢ ଠାକୁରଙ୍କୁ ଦେଖିବାକୁ ବଡଦାଣ୍ଡରେ ଲାଗିଛି ଭକ୍ତଙ୍କ ଗହଳି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: