Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 

Manini Pattanayak
Browse all articles by Manini Pattanayak
·1 year ago
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 

ଭୁବନେଶ୍ୱର: ଏହା ଆହୁରି ଘନୀଭୂତ ହୋଇ 22 ତାରିଖ ସକାଳ ବେଳକୁ ଏକ ଅବପାତ, ଏବଂ 23 ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି l 

୨୩ରୁ ପ୍ରବଳ ବର୍ଷିବା ସମ୍ଭାବନା,୨୪ ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ ବାତ୍ୟା। ଲ୍ୟାଣ୍ଡଫଲ୍ ସର୍ବାଧିକ ୧୨୦  କିଲୋମିଟର ଯାଏଁ ରହିବ ପବନର ବେଗ,IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା୨୪ ଏବଂ୨୫ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହେବ ଅତି ପ୍ରବଳ ବର୍ଷା। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ।
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure formed over East Central Bay of Bengal | Argus News