Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭିଜିବ ଦଶହରା, ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା

Banajyotshna Ray
Browse all articles by Banajyotshna Ray
·1 year ago
ଭିଜିବ ଦଶହରା, ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା

ଅର୍ଗସ ବ୍ୟୁରୋ:  ଭିଜିବ ଦଶହରା। ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା ନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ। ପ୍ରଭାବରେ ୪ ଓ ୫ ତାରିଖରୁ ବର୍ଷାର ସମ୍ଭାବନା ରହିଛି । ଅକ୍ଟୋବର ଦ୍ବିତୀୟ ସପ୍ତାହ ଅର୍ଥାତ ୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଓ ତାର ପାଶ୍ବବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ବର୍ତ୍ତମାନ ରାଜ୍ୟରେ କୌଣସି ନିର୍ଦ୍ଧିଷ୍ଟ ନିୟାମକ ସକ୍ରିୟ ନଥିବା ବେଳେ ଆଗାମୀ ୫ ଦିନ ଅର୍ଥାତ ୩ ତାରିଖ 
ଯାଏ ବଡ ବର୍ଷା ସମ୍ଭାବନା ନାହିଁ। କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା  ଜାରି ରହିବ। ପରେ ୪ ତାରିଖ  ପରେ ପୁଣି ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ  କରିଛି  ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure likely on October 6 | Argus News