Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ 

Manini Pattanayak
Browse all articles by Manini Pattanayak
·1 year ago
ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ 

ଭୁବନେଶ୍ୱର:  ପାର୍ବଣ ମଉଜରେ ବର୍ଷା ସାଜିପାରେ ବାଧକ। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ୪ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଗାମୀ ୪୮ ଘଣ୍ଟାରେ କିଛି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସମ୍ଭାବନା। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure will form in the Bay of Bengal on October 6 | Argus News