Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ ବିଧାନସଭାରେ କହିଲେ ମନ୍ତ୍ରୀ

Odisha

ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ ବିଧାନସଭାରେ କହିଲେ ମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·1 year ago·1 min read
ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ ବିଧାନସଭାରେ କହିଲେ ମନ୍ତ୍ରୀ

ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତାଙ୍କ ସୂଚନା ମୁତାବକ, ୨୦୨୦-୨୧ରେ ୨୧ ଲକ୍ଷ ୯ହଜାର ୭୯୬ ଛାତ୍ରଛାତ୍ରୀ ଥିବା ବେଳେ, ୨୦୨୩ -୨୦୨୪ ରେ ୨୧ ଲକ୍ଷ ୧୦ ହଜାର ୪୯୩ ଛାତ୍ର ଛାତ୍ରୀ ରହିଥିଲେ । ପୂର୍ବାପେକ୍ଷା ଛାତ୍ର ଛାତ୍ରୀଙ୍କ ସଂଖ୍ୟା ବଢ଼ିଛି । ଡ୍ରପ ଆଉଟ କମାଇବାକୁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି ।


ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ । ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତାଙ୍କ ସୂଚନା ମୁତାବକ, ୨୦୨୦-୨୧ରେ ୨୧ ଲକ୍ଷ ୯ହଜାର ୭୯୬ ଛାତ୍ରଛାତ୍ରୀ ଥିବା ବେଳେ, ୨୦୨୩ -୨୦୨୪ ରେ ୨୧ ଲକ୍ଷ ୧୦ ହଜାର ୪୯୩ ଛାତ୍ର ଛାତ୍ରୀ ରହିଥିଲେ । ପୂର୍ବାପେକ୍ଷା ଛାତ୍ର ଛାତ୍ରୀଙ୍କ ସଂଖ୍ୟା ବଢ଼ିଛି | ଡ୍ରପ ଆଉଟ କମାଇବାକୁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏହାସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୪ ଜିଲ୍ଲାରେ 5T ସ୍କୁଲ ରୂପାନ୍ତରଣ ପାଇଁ ୩୦୮୮ କୋଟି ଟଙ୍କା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ୭୮୧, ଦ୍ଵିତୀୟ ପର୍ଯ୍ୟାୟର ୨୨୬୮ ଓ ତୃତୀୟ ପର୍ଯ୍ୟାୟରେ ୨୦୬୫ ସ୍କୁଲ ପାଇଁ ଆର୍ଥକ ବ୍ୟବସ୍ଥା କରାଯାଇଥିଲା । ବର୍ତ୍ତମାନ୍ ୭୩୬ ସ୍କୁଲର କାମ ଚାଲିଛି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।



Argus Whatsapp Channel Mobile Top
Sponsored
Low school dropout rate in the state, says minister in the assembly | Argus News