Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମଧୁବାବୁ ପେନସନ ଯୋଜନା ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ

Ritu Das
Browse all articles by Ritu Das
·2 years ago
ମଧୁବାବୁ ପେନସନ ଯୋଜନା ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ

ଅର୍ଗସ ବ୍ୟୁରୋ: ଖୁବଶୀଘ୍ର ବିଭିନ୍ନ ବର୍ଗଙ୍କୁ ଦିଆଯାଉଥିବା ଭତ୍ତା ଟଙ୍କା ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ । ସେ ନେଇ ପ୍ରସ୍ତୁତି ଚାଲିଛି । 

ଅର୍ଥ ବିଭାଗ ସହ ବିସ୍ତୃତ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ଗଣଶିକ୍ଷା ତଥା ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Madhu Babu | Argus News