Videos
|
Odisha

ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତ

Smruti Parija
Browse all articles by Smruti Parija
·1 year ago
ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତ

Key Points

ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ହେଉଛନ୍ତି ମଧୁସୂଦନ ପାଢ଼ୀ ।

ଭୁବନେଶ୍ୱର: ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ହେଉଛନ୍ତି ମଧୁସୂଦନ ପାଢ଼ୀ । ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ । ରାଜ୍ୟପାଳ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି ।


ସେହିପରି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ର । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


madhusudan-padhi-appointed-as-state-election-commissioner | Argus News