|
logo
Live
Argus News App
GET APP

Argus News - ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ

Odisha

ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ

Jitendra Dash
Browse all articles by Jitendra Dash
·1 year ago
ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ

ଅର୍ଗସ ବ୍ୟୁରୋ : ପୁଣି ପୋଲିସକୁ ବଡ଼ ସଫଳତା । ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ । ୩ ମାଓବାଦୀ ନିହତ ନେଇ ବିଜାପୁର ଏସ୍‌ପି ଜିତେନ୍ଦ୍ର ଯାଦବଙ୍କ ସୂଚନା । କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ବେଳେ ଗୁଳିମାଡ଼ରେ ଟଳିଲେ । 

ଅଧିକ ପଡନ୍ତୁ ଓଡ଼ିଶା ଖବର

ଘଟଣାସ୍ଥଳରୁ ଗୋଟିଏ ଏଲଏମଜି , ଗୋଟିଏ ଏକେ-୪୭ ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଆରକ୍ଷୀ ଅଧୀକ୍ଷକ ଜିତେନ୍ଦ୍ର ଯାଦବ । ଏବେ ବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ | Argus News