|
logo
Live

Argus News - ଛେଳି ଚରାଇବାକୁ ଯାଇଥିବାବେଳେ ଅଂଶୁଘାତରେ ଟଳିପଡିଲେ...

Odisha

ଛେଳି ଚରାଇବାକୁ ଯାଇଥିବାବେଳେ ଅଂଶୁଘାତରେ ଟଳିପଡିଲେ...

Smruti Parija
Browse all articles by Smruti Parija
·1 year ago
ଛେଳି ଚରାଇବାକୁ ଯାଇଥିବାବେଳେ ଅଂଶୁଘାତରେ ଟଳିପଡିଲେ...

ସୁବର୍ଣ୍ଣପୁର:  ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ବୀରମହାରାଜପୁର ଥାନା କମଲପୁର ଗାଁରେ ଘଟିଛି ଅଘଟଣ । ସୂଚନା ଅନୁସାରେ କମଲପୁର ଗାଁ ର ରତ୍ନାକର ବେରିହା ଛେଳି ଚରାଇବାକୁ ଯାଇଥିଲେ । ତେବେ ପ୍ରବଳ ଖରା ଯୋଗୁଁ ସେ ଅଂଶୁଘାତର ଶିକାର ହୋଇ ପଡ଼ି ଯାଇଥିଲେ । 

ପରିବାର ଲୋକ ଖବର ପାଇ ତାଙ୍କୁ ଉଦ୍ଧାର କରିବା ସହିତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ଜଣାପଡିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଛେଳି ଚରାଇବାକୁ ଯାଇଥିବାବେଳେ ଅଂଶୁଘାତରେ ଟଳିପଡିଲେ... | Argus News