Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କଲା ମନମୁଣ୍ଡା ପୋଲିସ

Odisha

ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କଲା ମନମୁଣ୍ଡା ପୋଲିସ

Ritu Das
Browse all articles by Ritu Das
·1 year ago
ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କଲା ମନମୁଣ୍ଡା ପୋଲିସ

ଅର୍ଗସ ବ୍ୟୁରୋ: ମନମୁଣ୍ଡା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ମନମୁଣ୍ଡା ପୋଲିସର ଏକ ଟିମ୍ ମନମୁଣ୍ଡା ଥାନା ଶଗଡା ଫାଣ୍ଡି ଅଧୀନ କାରଙ୍ଗା ଗାଡୁ ଜଙ୍ଗଲ ରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛି।


ଜଙ୍ଗଲର ୪୩: ୬୫ ଏକର ପରିମିତ ଜାଗାରେ ବେଆଇନ ଭାବରେ ଗଞ୍ଜେଇ ଚାଷ ହୋଇଥିବା ଖବର ପାଇ ଆଜି ପୋଲିସ ଟିମ ସେଠାରେ ପହଞ୍ଚି ୫୨ହଜାର ୧୫୦ଟି ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି। ଏ ସଂକ୍ରାନ୍ତରେ ମନମୁଣ୍ଡା ଥାନାରେ ୨୫/୨୫ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Manamunda police destroy large number of ganza plants | Argus News