ବିଜେଡି ଛାଡ଼ିଲେ ମଙ୍ଗଳ ସାହୁ, ସୁପ୍ରିମୋଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର
·2 years ago

ଅର୍ଗସ ବ୍ୟୁରୋ: ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ମଙ୍ଗଳ ସାହୁ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ପୂର୍ବରୁ ମଙ୍ଗଳ ସାହୁ ଝାରସୁଗୁଡ଼ାର ଜିଲ୍ଲା ବିଜେପି ସଭାପତି ଥିବାବେଳେ, ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ । ଆଜି ଘର ବାହୁଡ଼ା କରିବା ସହ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇପାରନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: